Odisha Latest Breaking News & Current Headlines

ବିଜେପୁରରୁ ନାମାଙ୍କନପତ୍ର ଦାଖଲ କଲେ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ।

0

ଆମ ଭାରତ ( ବରଗଡ଼ ) 25/3 : ଆଜି ବିଜେପୁର ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ୍ ନବୀନ ପଟ୍ଟନାୟକ। ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ସେ ନାମାଙ୍କନ  ଦାଖଲ କଲେ ।ବିଜେଡି ସଭାପତି ଏଥର ହିଞ୍ଜିଳି ସହ ବିଜେପୁରରୁ ପ୍ରାର୍ଥୀ ହୋଇଛନ୍ତି।

ଆଜି ପ୍ରଥମ ପର୍ଯ୍ୟାୟ ପାଇଁ ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ। ଏହି ପର୍ଯ୍ୟାୟରେ ଓଡ଼ିଶାର ୪ଟି ଲୋକସଭା ଓ ୨୮ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟ ହେବ। ଏଥିପାଇଁ ଏହି ନିର୍ବାଚନମଣ୍ଡଳୀ ଗୁଡିକରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଭିନ୍ନ ଦଳର ପ୍ରାର୍ଥୀ।

Leave A Reply

Your email address will not be published.