୧୩ଟି ବଗି ଲାଇନଚ୍ୟୁତ l ବଡ ଖବର By Ama Bharat Last updated Mar 31, 2019 0 Share ଆମଭାରତ ( ପାଟଣା ) 31/3 : ବିହାରର ସରଣ ଜିଲ୍ଲା ଛପରାରର ଗୌତମସ୍ଥାନ ନିକଟରେ ୧୯୦୪୬ ଛପରା-ସୁରତ ତପ୍ତିଗଙ୍ଗା ଏକ୍ସପ୍ରେସର ୧୩ଟି ବଗି ଲାଇନ୍ଚ୍ୟୁତ ହୋଇଥିବା ଜଣାପଡ଼ିଛି। ତେବେ ମିଳିଥିବା ସୂଚନା ଅନୁଯାୟୀ ଏଥିରେ ମାତ୍ର ୪ଜଣ ଆହତ ହୋଇଛନ୍ତି। ସକାଳ ୯ଟା ୪୫ରେ ଏହି ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି। 0 Share