ବିଜେଡି ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ।

ଆମଭାରତ ( ଭୁବନେଶ୍ୱର ) ୨୧/୬ : ରାଜ୍ୟସଭା ପ୍ରାର୍ଥୀ ଭାବେ ଅମର ପଟ୍ଟନାୟକ, ସସ୍ମିତ ପାତ୍ର ଓ ଅଶ୍ୱିନୀ ବୈଷ୍ଣବଙ୍କ ନାଁରେ ମୋହର ମାରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।ବିଜେଡି ଆଇଟି ସେଲ୍ ମୁଖ୍ୟ ଅଛନ୍ତି ଅମର ପଟ୍ଟନାୟକ । ଅନ୍ୟପଟେ ପୂର୍ବତନ ଆଇଏଏସ ଅଫିସର ଅଶ୍ୱିନୀ ବୈଷ୍ଣବ ଯିଏ ଅଟଳ ବିହାରୀ ବାଜପେୟୀଙ୍କ ବ୍ୟକ୍ତିଗତ ସଚିବ ଥିଲେ । ସେହିଭଳି ବିଜୁ ଜନତା ଦଳର ମୁଖପାତ୍ର ଅଛନ୍ତି ସସ୍ମିତ ପାତ୍ର ।

Leave a Reply

Your email address will not be published. Required fields are marked *