Odisha Latest Breaking News & Current Headlines

୧୫୦୦କୋଟି ଟଙ୍କାର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ।

0

ସୁନ୍ଦରଗଡ଼ ୩ା୩( ଆମ ଭାରତ ): ସୁନ୍ଦରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାଇଛନ୍ତି । ସେଠାରେ ପହଞ୍ଚି ୧୫ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ ୪୨ଟି ପ୍ରକଳ୍ପର ଲୋକାର୍ପଣ କରିଥିବା ବେଳେ୧୦୨ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।ସେହିପରି ଭବାନୀ ଭବନ ଷ୍ଟାଡ଼ିଅମରେ ଆୟୋଜିତ ଦଳୀୟ କାର୍ଯ୍ୟକ୍ରମରେ ମଧ୍ୟ ଯୋଗଦେବା ନେଇ ସୂଚନା ରହିଛି । ମୁଖ୍ୟମନ୍ତ୍ରୀଙ୍କ ସୁନ୍ଦରଗଡ଼ ଗସ୍ତ ନେଇ ସେଠାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

Leave A Reply

Your email address will not be published.