ଓଡ଼ିଶାରେ ତୃତୀୟ କରୋନା ରୋଗୀ ଚିହ୍ନଟ । ଓଡ଼ିଶାଜୀବନଚର୍ଯ୍ୟାଦେଶ By Ama Bharat Last updated Mar 26, 2020 0 Share ଭୁବନେଶ୍ୱର, ୨୬ା୩( ଆମ ଭାରତ ): ରାଜ୍ୟରେ ଆଉ ଏକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ରୋଗୀଙ୍କ ସଂଖ୍ୟା ୩କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟବିଭାଗ ଏନେଇ ଟ୍ୱିଟ କରି ସୂଚନା ଦେଇଛି । ତୃତୀୟ କରୋନା ରୋଗୀଙ୍କ ବୟସ ୬୦ ହୋଇଥିବା ଜଣାପଡ଼ିଛି । 0 Share