Odisha Latest Breaking News & Current Headlines

ରାଜ୍ୟରେ ଆଉ ଏକ କରୋନା ରୋଗୀ ଚିହ୍ନଟ ସଂଖ୍ୟା ୨୧କୁ ବୃଦ୍ଧି ।

0

କଳାହାଣ୍ଡି, ୪ା୪( ଆମ ଭାରତ ): ରାଜ୍ୟରେ ଆଉ ଏକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି । ସେହି ୨୯ ବର୍ଷିୟ ଯୁବକ କଳାହାଣ୍ଡିର ବୋଲି ଜଣାପଡ଼ିଛି । ସେ ନିକଟରେ ବାହାରିନରୁ ଆସିଥିବା ନେଇ ସୂଚନା ମିଳିଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.