Odisha Latest Breaking News & Current Headlines

୩ ଜିଲ୍ଲା ଗ୍ରସ୍ତରେ ମୁଖ୍ୟ ଶାସନ ସଚିବ ଓ 5ଟି ସଚିବ ।

0

ଭୁବନେଶ୍ୱର ୮ା୪( ଆମ ଭରତ ): କରୋନା ଭାଇରସ୍ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି । ଏନେଇ ୩ଜିଲ୍ଲା ଗସ୍ତରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ 5 ଟି ସଚିବ ଭି.କେ. ପାଣ୍ଡିଆନ୍ । କରୋନା ମୁକାବିଲା ନେଇ ନିଆଯାଉଥିବା ପଦକ୍ଷେପର ସମୀକ୍ଷା କରିବେ । ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ାର ସ୍ଥିତି ସମୀକ୍ଷା କରିବେ । କରୋନା ମୁକାବିଲା ନେଇ ଜିଲ୍ଲାପାଳଙ୍କ ସହ ଆଲୋଚନା କରିବା ନେଇ ସୂଚନା ମିଳିଛି ।ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୨ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଗତକାଲି କରୋନାରେ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ରାଜ୍ୟରେ ୩୯ଟି ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.