Odisha Latest Breaking News & Current Headlines

୫୭ ଜଣ ଆକ୍ରାନ୍ତ ସୁସ୍ଥ ।

0

ଭୁବନେଶ୍ୱର, ୧୮ା୫( ଆମ ଭାରତ):  ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୨୭୭କୁ ବୃଦ୍ଧି ପାଇଛି । ୫୭ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ର ୪୦, ଜଗତସିଂହପୁରରେ ୫, ମୟୁରଭଞ୍ଜରେ ୪, ଭୁବନେଶ୍ୱରରେ ୩, ବଲାଙ୍ଗିରରେ ୨, ସୁନ୍ଦରଗଡ଼ , ବାଲେଶ୍ୱର ଓ କେନ୍ଦ୍ରାପଡ଼ାର ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ସୂଚନା ମିଳିଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୮୭୬ ଥିବାବେଳେ ସେମାନଙ୍କ ମଧ୍ୟରୁ ୨୭୭ଜଣ ସୁସ୍ଥ ହୋଇଛନ୍ତି ଓ ୪ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜ୍ୟରେ ୫୯୯କେସ ରହିଛି ।

Leave A Reply

Your email address will not be published.