Odisha Latest Breaking News & Current Headlines

୫୧ ନୂଆ ସଂକ୍ରମିତ ଚିହ୍ନଟ ।

0

ଭୁବନେଶ୍ଵର (ଆମ ଭାରତ ) ୨୧/୫ : ଓଡ଼ିଶାରେ କରୋନା ରୋଗୀ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ରାଜ୍ୟରେ ଗୁରୁବାର ୫୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ଏହି ସଂଖ୍ୟା ବୃଦ୍ଧି ପାଇ ୧୧୦୩ରେ ପହଞ୍ଚିଛି। ସେହିପରି ଗୁରୁବାର ଆଉ ଜଣେ କରୋନା ରୋଗୀଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି।

 

ରାଜ୍ୟରେ ମୋଟ ସଂକ୍ରମିତଙ୍କ ମଧ୍ୟରୁ ୩୪୩ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ଏବେ ୭୫୩ ଜଣ ସକ୍ରିୟ ଆକ୍ରାନ୍ତ ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.