Odisha Latest Breaking News & Current Headlines

ରାଜ୍ୟରେ ୪୫ରୁ ୫୫ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

0

ଭୁବନେଶ୍ୱର,୧୬ ।୯( ଆମ ଭାରତ ): ସେପ୍ଟେମ୍ବର ୨୦ରେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଓଡିଶାରେ ପ୍ରବଳରୁ ଅତି ପ୍ରଳବ ବର୍ଷା ବର୍ଷା ହେବାର ସମ୍ଭାବନା ରହିଛି । ସେପ୍ଟେମ୍ବର ୨୦ରୁ ୨୩ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ୪୫ରୁ ୫୫ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏନେଇ ୨୦ ତାରିଖରୁ ଗଭୀର ସମୁଦ୍ରକୁ ନଯିବା ଲାଗି ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ସମୁଦ୍ର  ଭିତରେ ଥିବା  ମତ୍ସ୍ୟଜୀବୀଙ୍କୁ  ୨୦ ତାରିଖ ପୂର୍ବରୁ ଫେରିଆସିବାକୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.