Odisha Latest Breaking News & Current Headlines

ଭୁବନେଶ୍ୱରରେ ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ ।

0

ଭୁବନେଶ୍ୱର ( ଆମ ଭାରତ ) ୭/୧୦ : ରାଜଭବନ ନିକଟ   ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ ହୋଇଛି। ପମ୍ପରେ ଥିବା ସିଏନଜି ଷ୍ଟକରେ ନିଆଁ  ଲାଗିଛି। ବିସ୍ଫୋରଣ ଘଟି ନିଆଁ ଲାଗିଥିବା ସୂଚନା ମିଳିଛି। ନିଆଁକୁ ଆୟତ୍ତ କରିବା ପାଇଁ ଘଟଣାସ୍ଥଳରେ ଦମକଳବାହିନୀ ପହଞ୍ଚିଛି। ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି।ଭୀଷଣ ଭାବେ ନିଆଁ ଲାଗି ହୁତୁ ହୁତୁ ହୋଇ ଜଳିଉଠିଛି ପେଟ୍ରୋଲ ପମ୍ପ ।

Leave A Reply

Your email address will not be published.