Odisha Latest Breaking News & Current Headlines

ଏପ୍ରିଲ ୨୯ ରୁ ମାଟ୍ରିକ ପରୀକ୍ଷା ଆରମ୍ଭ l

0

ଭୁବନେଶ୍ବର : ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶୁକ୍ରବାର ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଛନ୍ତି। ଏପ୍ରିଲ ୨୯ରୁ ମେ’ ୬ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ ହେବ। ଚଳିତ ବର୍ଷ ସମେଟିଭ୍ ଆସେସମେଣ୍ଟ-୨ ପରୀକ୍ଷା ହେବ। ଏହି ପରୀକ୍ଷା ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ ବାଧ୍ୟତାମୂଳକ। ମୁଖ୍ୟ ଶାସନ ସଚିବଙ୍କ କହିବାନୁସାରେ, ଛାତ୍ରଛାତ୍ରୀ ଯଥାସମ୍ଭବ ନିଜ ସ୍କୁଲରେ ପରୀକ୍ଷା ଦେବେ। ଅନ୍ୟ ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀ ପରୀକ୍ଷା ପରିଚାଳନା ଦାୟିତ୍ବରେ ରହିବେ। ନିଜ ସ୍କୁଲରେ ନହୋଇ ପାରିଲେ ନିକଟବର୍ତ୍ତୀ ସ୍କୁଲରେ ପରୀକ୍ଷା ହେବ।

 

 

Leave A Reply

Your email address will not be published.