Odisha Latest Breaking News & Current Headlines

୨ ଓଡ଼ିଆ ସହିଦ୍‌ଙ୍କ ପରିବାରଙ୍କୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଆମଭାରତ( ଭୁବନେଶ୍ୱର ): ୨ ଓଡ଼ିଆ ସହିଦ୍‌ଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ସହିଦ୍‌ଙ୍କ ପରିବାରଙ୍କୁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।ପ୍ରତି ସହିଦ୍‌ଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ଏବଂ ସହିଦ୍‌ଙ୍କ ମା’ ଓ ପତ୍ନୀଙ୍କ ସହ ମଧ୍ୟ ଟେଲିଫୋନ୍‌ରେ କଥା ହୋଇଛନ୍ତି ନବୀନ।ଆଜି ସଚିବାଳୟ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ସହିଦ୍‌ଙ୍କ ସ୍ମୃତିରେ ଏକ ମିନିଟ୍ ନୀରବ ପ୍ରାର୍ଥନା ମଧ୍ୟ କରିଛନ୍ତି।

Leave A Reply

Your email address will not be published.